Monday, October 5, 2026
22.4 C
Odisha

    ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି।ସୂଚନାଯୋଗ୍ୟ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ପଡ଼ୁଥିବାରୁ ୯ ତାରିଖ ସୋମବାର ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟ ନିର୍ବାହୀ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ