Sunday, July 13, 2025
26 C
Odisha

    ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି।ସୂଚନାଯୋଗ୍ୟ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ପଡ଼ୁଥିବାରୁ ୯ ତାରିଖ ସୋମବାର ମଧ୍ୟ ଛୁଟି ରହିବ। ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟ ନିର୍ବାହୀ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26 ° C
    26 °
    26 °
    83 %
    1.7kmh
    73 %
    Sat
    26 °
    Sun
    32 °
    Mon
    26 °
    Tue
    31 °
    Wed
    33 °

    ସମ୍ବନ୍ଧିତ