Friday, May 9, 2025
38.3 C
Odisha

    ସୋଆରେ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ୨୬/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ମଙ୍ଗଳବାର ଦିନ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ ହୋଇଯାଇଥିଲା ବେଳେ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ କ୍ଷେତ୍ରରେ ରାଷ୍ଟ୍ରୀୟ ସେବା ଯୋଜନାର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏନ୍‌ଏସ୍‌ଏସ୍ କାର୍ଯ୍ୟଧାରାର ମହତ୍ୱ ବିଷୟରେ ଗୁରୁତ୍ୱାରୋପ କରିଥିଲେ । ସୋଆ ଏନଏସ୍‌ଏସ୍ ସଂଯୋଜକ ପ୍ରଫେସର ନଚିକେତା କେ. ଶର୍ମା କାର୍ଯ୍ୟକ୍ରମ ଆୟୋଜନ କରିଥିବା ବେଳେ ବିଶ୍ୱବିଦ୍ୟାଳୟର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.3 ° C
    38.3 °
    38.3 °
    20 %
    2.4kmh
    68 %
    Fri
    40 °
    Sat
    40 °
    Sun
    39 °
    Mon
    42 °
    Tue
    42 °

    ସମ୍ବନ୍ଧିତ