Tuesday, April 21, 2026
29.4 C
Odisha

    ସ୍କୁଟିକୁ ଧକ୍କା ଦେଲା ଟ୍ରକ ; ସ୍ତ୍ରୀ ମୃତ, ପୁଅ-ସ୍ୱାମୀ ଆହତ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡା : ପୁଅ, ସ୍ୱାମୀ ସାମ୍ନାରେ ମହିଳାଙ୍କ ଉପରେ ଚଢିଗଲା ଟ୍ରକ। ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ତିନିମୁହାଣି ଛକ ନିକଟରେ ଆଜି ପୂର୍ବାହ୍ନରେ ଘଟିଛି। ସ୍କୁଟିରେ ମାଆ, ପୁଅ ଓ ସ୍ୱାମୀ ଯାଉଥିବା ବେଳେ ଟ୍ରକ୍‌ଟି ସ୍କୁଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ମହିଳାଙ୍କ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି। ଦୁର୍ଘଟଣାସ୍ଥଳରୁ ଟ୍ରକ୍‌ ଫେରାର୍‌ ହୋଇଯାଇଥିବା ବେଳେ ସ୍ଥାନୀୟଲୋକେ ରାସ୍ତାରୋକ କରିଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.4 ° C
    29.4 °
    29.4 °
    31 %
    2.3kmh
    96 %
    Mon
    30 °
    Tue
    42 °
    Wed
    43 °
    Thu
    43 °
    Fri
    44 °

    ସମ୍ବନ୍ଧିତ