Thursday, July 3, 2025
23.7 C
Odisha

    ସ୍କୁଟିକୁ ଧକ୍କା ଦେଲା ଟ୍ରକ ; ସ୍ତ୍ରୀ ମୃତ, ପୁଅ-ସ୍ୱାମୀ ଆହତ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡା : ପୁଅ, ସ୍ୱାମୀ ସାମ୍ନାରେ ମହିଳାଙ୍କ ଉପରେ ଚଢିଗଲା ଟ୍ରକ। ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ତିନିମୁହାଣି ଛକ ନିକଟରେ ଆଜି ପୂର୍ବାହ୍ନରେ ଘଟିଛି। ସ୍କୁଟିରେ ମାଆ, ପୁଅ ଓ ସ୍ୱାମୀ ଯାଉଥିବା ବେଳେ ଟ୍ରକ୍‌ଟି ସ୍କୁଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ମହିଳାଙ୍କ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି। ଦୁର୍ଘଟଣାସ୍ଥଳରୁ ଟ୍ରକ୍‌ ଫେରାର୍‌ ହୋଇଯାଇଥିବା ବେଳେ ସ୍ଥାନୀୟଲୋକେ ରାସ୍ତାରୋକ କରିଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.7 ° C
    23.7 °
    23.7 °
    97 %
    0.8kmh
    100 %
    Thu
    24 °
    Fri
    29 °
    Sat
    29 °
    Sun
    28 °
    Mon
    25 °

    ସମ୍ବନ୍ଧିତ