Monday, October 5, 2026
24.7 C
Odisha

    ସ୍କୁଟି ସହ ଯୁବକଙ୍କୁ ପୋଡ଼ି ହତ୍ୟା !

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼ : ସ୍କୁଟି ସହ ଯୁବକଙ୍କୁ ପୋଡ଼ି ହତ୍ୟା କଲେ ଦୁର୍ବୃତ୍ତ। ଏଭଳି ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି ସୁନ୍ଦରଗଡ଼ ଜିଲ୍ଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ସର୍ଗିପାଲି ଅଞ୍ଚଳରେ। ଗତ ଗୁରୁବାର ରାତିରେ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଆଜି ସକାଳେ ସର୍ଗିପାଲି ନବୋଦୟ ବିଦ୍ୟାଳୟ ପଛ ପଟେ ଥିବା ଏକ ପାଳ ଗଦାରୁ ଉକ୍ତ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି ପୁଲିସ। ସେଠାରେ ଏକ ସ୍କୁଟି ପଡ଼ିଥିବାବେଳେ ତାହା ମଧ୍ୟ ପୋଡ଼ି ଯାଇଛି। ଯୁବକଙ୍କୁ କେହି ହତ୍ୟା କରିବା ପରେ ପାଳଗଦାରେ ପକାଇ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    80 %
    1.3kmh
    0 %
    Mon
    24 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ