Friday, November 14, 2025
16.7 C
Odisha

    ସ୍କୁଲଛାତ୍ରୀଙ୍କୁ ବଳାତ୍କାର କଲେ ପିଅନ

    ଆଗକୁ ପଢନ୍ତୁ

    ଉତ୍ତରପ୍ରଦେଶର ଫାରୁକାବାଦସ୍ଥିତ ଏକ ସରକାରୀ ସ୍କୁଲରେ ଜଣେ ୧୩ ବର୍ଷୀୟା ଛାତ୍ରୀଙ୍କୁ ପିଅନ ବଳାତ୍କାର କରିବାରୁ ସେ ଗର୍ଭବତୀ ହୋଇଛନ୍ତି। ୫ ମାସ ପରେ ଏହି ଅପରାଧ ସାମ୍‌ନାକୁ ଆସିଛି। ଛାତ୍ରୀ ଜଣକ ଗର୍ଭବତୀ ଥିବା ପରିବାର ଲୋକେ ଜାଣିବା ପରେ ପୋଲିସକୁ ଜଣାଇଛନ୍ତି। ପୋଲିସ ପୋକ୍‌ସୋ ଆଇନ ବଳରେ ଅଭିଯୁକ୍ତ ଓ ତାଙ୍କ ସହଯୋଗୀଙ୍କ ବିରୋଧରେ ଏତଲା ଦାଏର କରିଛି। ପୀଡ଼ିତାଙ୍କ ମୁହଁରେ ଲୁଗା ଦେଇ ଅଭିଯୁକ୍ତ ତାଙ୍କୁ ବଳାତ୍କାର କରିଥିଲେ। ଏ ସମ୍ପର୍କରେ ଅଭିଯୋଗ କଲେ ମାରିଦେବେ ବୋଲି ସେ ଧମକ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    16.7 ° C
    16.7 °
    16.7 °
    57 %
    1.4kmh
    0 %
    Fri
    17 °
    Sat
    25 °
    Sun
    25 °
    Mon
    26 °
    Tue
    26 °

    ସମ୍ବନ୍ଧିତ