Saturday, May 30, 2026
39 C
Odisha

    ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦେବା ପାଇଁ କେନ୍ଦ୍ର ସରକାରଙ୍କର କେତେକ ନିର୍ଦ୍ଦିଷ୍ଟ ମାନଦଣ୍ଡ ରହିଛି: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦେବା ପାଇଁ କେନ୍ଦ୍ର ସରକାରଙ୍କର କେତେକ ନିର୍ଦ୍ଦିଷ୍ଟ ମାନଦଣ୍ଡ ରହିଛି। ସେସବୁ ଅନୁସାରେ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରବର୍ତ୍ତିତ ଯୋଜନା ପାଇଁ ଅର୍ଥ ଆବଣ୍ଟନ ହୋଇଥାଏ। ବିଜେଡ଼ିର ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ବିଧାନସଭାରେ ଅଣତାରକା ପ୍ରଶ୍ନ ପଚାରିଥିଲେ ଯେ, ଓଡିଶାକୁ ସ୍ୱତନ୍ତ୍ର ଶ୍ରେଣୀ ମାନ୍ୟତା ଦାବି ସମ୍ପର୍କରେ ରାଜ୍ୟ ସରକାରଙ୍କର ନିର୍ଦ୍ଧିଷ୍ଟ ମତ କଣ ରହିଛି। ଏହି ମାନ୍ୟତା ପାଇବା ପାଇଁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ପ୍ରସ୍ତାବ ରଖିବେ କି, ଯଦି ହଁ କେବେ ସୁଦ୍ଧା , ଯଦି ନାଁ କେଉଁ କାରଣ ପାଇଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    39 ° C
    39 °
    39 °
    29 %
    1.5kmh
    100 %
    Sat
    41 °
    Sun
    39 °
    Mon
    38 °
    Tue
    40 °
    Wed
    42 °

    ସମ୍ବନ୍ଧିତ