Wednesday, March 18, 2026
23.1 C
Odisha

    ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ମାଲକାନଗିରି: ସେବାଶ୍ରମ ହଷ୍ଟେଲରୁ ଜଣେ ଛାତ୍ରଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି।

    ସୂଚନାନୁଯାୟୀ, ମାଲକାନଗିରିର ଗମ୍ଫାକୋଣ୍ଡା ସେବା ଆଶ୍ରମ ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ଏହି ମୃତ୍ୟୁ ପଛର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରି, ସମସ୍ତଙ୍କୁ ପଚରାଉଚରା କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.1 ° C
    23.1 °
    23.1 °
    49 %
    1.3kmh
    87 %
    Wed
    35 °
    Thu
    35 °
    Fri
    36 °
    Sat
    34 °
    Sun
    36 °

    ସମ୍ବନ୍ଧିତ