Tuesday, October 13, 2026
26.9 C
Odisha

    ହସ୍ପିଟାଲରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା

    ଆଗକୁ ପଢନ୍ତୁ

    କଟକ : କଟକ ଜଗତପୁର ନିକଟସ୍ଥ ଏକ ଘରୋଇ ହସ୍ପିଟାଲରେ ଅଭାବନୀୟ ଘଟଣା ଘଟିଛି। ଜଣେ ରୋଗୀ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ହଠାତ୍ ୪ ମହଲାରୁ ଡେଇଁ ପଡିଥିଲେ। ଫଳରେ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ମୃତକ ଢେଙ୍କାନାଳର ପ୍ରଭାସ ଧଳ ବୋଲି ଜଣାପଡିଛି। ତେବେ ପ୍ରଭାସ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି, ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.9 ° C
    26.9 °
    26.9 °
    74 %
    2.2kmh
    55 %
    Tue
    26 °
    Wed
    29 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ