Thursday, April 30, 2026
28.1 C
Odisha

    ହେଲିକପ୍ଟର ଦୁର୍ଘଟଣାଗସ୍ତ, ୫ ମୃତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଉତ୍ତରକାଶୀର ଗଙ୍ଗନାନୀରୁ ବାହାରିଥିବା ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ହେଲିକପ୍ଟରରେ ୭ଜଣ ଯାତ୍ରୀ ଯାତ୍ରା କରୁଥିଲେ। ୫ଜଣଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଦୁଇଜଣ ଗଭୀରଭାବେ ଆହତ ହୋଇଛନ୍ତି। ଏହି ହେଲିକପ୍ଟରଟି ଦେହରାଡୁନରୁ ହର୍ଷିଲ ହେଲିପ୍ୟାଡ ପାଇଁ ବାହାରିଥିଲା। ଗଙ୍ଗନାନୀର ସାମ୍ନାରେ ଥିବା ନାଗ ମନ୍ଦିରର ତଳେ ଭାଗୀରଥୀ ନଦୀ ପାଖରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବାର ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.1 ° C
    28.1 °
    28.1 °
    53 %
    2.1kmh
    93 %
    Thu
    27 °
    Fri
    36 °
    Sat
    41 °
    Sun
    42 °
    Mon
    39 °

    ସମ୍ବନ୍ଧିତ