Friday, May 9, 2025
38.3 C
Odisha

    ୧୩ରୁ ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ, ୧୨ରେ ସର୍ବଦଳୀୟ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନ। ଏହାର ଦିନକ ପୂର୍ବରୁ ଅର୍ଥାତ୍ ଫେବୃଆରୀ ୧୨ରେ ବସିବ ସର୍ବଦଳୀୟ ବୈଠକ। ଦିନ ୧୧ଟାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଫେବୃଆରୀ ୧୭ରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.3 ° C
    38.3 °
    38.3 °
    20 %
    2.4kmh
    68 %
    Fri
    40 °
    Sat
    40 °
    Sun
    39 °
    Mon
    42 °
    Tue
    42 °

    ସମ୍ବନ୍ଧିତ