Tuesday, March 3, 2026
33.9 C
Odisha

    ୧୯ ଓପିଏସ ଅଧିକାରୀଙ୍କ ବଦଳି, ବ୍ରହ୍ମପୁର ଅତିରିକ୍ତ ଏସପି ହେଲେ ଆଲୋକ କୁମାର ଜେନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୧୯ ଓପିଏସ ଅଧିକାରୀଙ୍କ ବଦଳି ଓ ନିଯୁକ୍ତି କଲେ ସରକାର । ବ୍ରହ୍ମପୁର ଅତିରିକ୍ତ ଏସ୍ ପି ସୀମା ସ୍ବାଇଁଙ୍କ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ଆଲୋକ କୁମାର ଜେନାଙ୍କୁ ବ୍ରହ୍ମପୁର ଅତିରିକ୍ତ ଏସପିଙ୍କୁ ଦାୟିତ୍ବ ଦିଆଯାଇଛି । ବଲାଙ୍ଗିର ଏଏସପି ଆଲୋକ କୁମାର ଜେନାଙ୍କୁ ବ୍ରହ୍ମପୁର ବଦଳି କରାଯାଇଛି । ତାଳଚେରର ଆଡିସନାଲ ଏଏସପି ହୋଇଛନ୍ତି ସୀମା ସ୍ବାଇଁ ।

    କଟକ ASP ସତ୍ୟବିକାଶ ଭୂୟାଁଙ୍କୁ ଭଦ୍ରକ ବଦଳି କରାଯାଇଛି । ସମ୍ବଲପୁରର ଅତିରିକ୍ତ ଏସପି ପ୍ରକାଶ କୁମାର ଟପ୍ପୋଙ୍କୁ ରାଉରକେଲା ବଦଳି କରାଯାଇଛି । ଭୁବନେଶ୍ବରର ଅତିରିକ୍ତ ଏସପି ସଞ୍ଜୀବ କୁମାର ଶତପଥୀଙ୍କୁ ଆଡିସନାଲ ଏସପି ସ୍ପେଶାଲ ଟାକ୍ସଫୋର୍ସ ଭାବେ ଦାୟିତ୍ବ ଦିଆଯାଇଛି । ବରଗଡ଼ର ଏଏସପି ସୌରଭ ଓତାଙ୍କୁ କଟକ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    33.9 ° C
    33.9 °
    33.9 °
    11 %
    3.6kmh
    6 %
    Tue
    35 °
    Wed
    37 °
    Thu
    38 °
    Fri
    38 °
    Sat
    38 °

    ସମ୍ବନ୍ଧିତ