Thursday, March 19, 2026
20.8 C
Odisha

    ୨ୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ମୟୁରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ଶାଳଖୁଣ୍ଟାସ୍ଥିତ ଆଶ୍ରମ ବିଦ୍ୟାଳୟରୁ ଆଜି ଜଣେ ୨ୟ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏକ ବାଉଁଶ ଖୁଣ୍ଟରେ ମୃତଦେହ ଝୁଲୁଥିବା ଖବର ପାଇ ଉଦ୍ଧାର କରିଛି ପୁଲିସ। ଏତେ ଛୋଟ ପିଲାର ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେବାକୁ ନେଇ ଅନେକ ପ୍ରଶ୍ନ ଉଙ୍କି ମାରୁଛି। ଛାତ୍ରୀଙ୍କୁ ହତ୍ୟା କରାଯାଇଥିବା ପୁଲିସ ସନ୍ଦେହ କରୁଛି।କିନ୍ତୁ ମୃତ୍ୟୁର କାରଣ ଅସ୍ପଷ୍ଟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.8 ° C
    20.8 °
    20.8 °
    77 %
    1.9kmh
    99 %
    Wed
    21 °
    Thu
    33 °
    Fri
    33 °
    Sat
    34 °
    Sun
    35 °

    ସମ୍ବନ୍ଧିତ