Friday, October 2, 2026
29.9 C
Odisha

    ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍‌ ସେବା- ଆଇଟି ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ୪୭ ହଜାର ୯୦୨ଟି ମୋବାଇଲ୍‌ ଟାୱାର ରହିଛି। ସେଥିରୁ ୧୨ ହଜାର ୬୦୨ଟି ୫ଜି ଟାୱାର। ଅଧିକ ୫ଜି ଟାୱାର ଅପଗ୍ରେଡ୍‌ କରାଯାଉଛି। ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍‌ ସେବା ଉପଲବ୍ଧ ହେବ। ଏନେଇ ଆଜି ବିଧାନସଭାରେ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୨୦୨୫ ମାର୍ଚ୍ଚ ସୁଦ୍ଧା ଅନକନେକ୍ଟେଡ୍‌ ଗାଁକୁ ସେବା ପହଞ୍ଚାଇବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ସମସ୍ୟା ଦୂର କରିବା ପାଇଁ ଜିଲ୍ଲା ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କରାଯାଇଛି ବୋଲି ମନ୍ତ୍ରୀ ମଧ୍ୟ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.9 ° C
    29.9 °
    29.9 °
    59 %
    1.3kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ