Sunday, April 19, 2026
28.9 C
Odisha

    ୨୪ ଘଣ୍ଟାରେ ଲଘୁଚାପ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ୨୪ ଘଣ୍ଟାରେ ଲଘୁଚାପ । ଉତ୍ତରପଶ୍ଚିମ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପା ଣିପାଗ ବିଭାଗ । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।

    ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝରକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.9 ° C
    28.9 °
    28.9 °
    46 %
    0.5kmh
    100 %
    Sun
    43 °
    Mon
    44 °
    Tue
    44 °
    Wed
    43 °
    Thu
    44 °

    ସମ୍ବନ୍ଧିତ