Thursday, April 24, 2025
28.2 C
Odisha

    ୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :ଜାନୁଆରୀ ୩ ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି। ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଆସନ୍ତା କାଲି ସେ ଭୁବନେଶ୍ଵରରେ ପହଞ୍ଚିବେ। ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ଏହାପରେ ୩ ତାରିଖରେ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ହରିବାବୁ କମ୍ଭମ୍‌ପତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.2 ° C
    28.2 °
    28.2 °
    31 %
    1.1kmh
    4 %
    Thu
    44 °
    Fri
    44 °
    Sat
    45 °
    Sun
    41 °
    Mon
    41 °

    ସମ୍ବନ୍ଧିତ