Wednesday, May 20, 2026
30.3 C
Odisha

    ୪୦ ଡିଗ୍ରୀ ଟପିବ ତାପମାତ୍ରା, ୬ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ତାତି ବଢ଼ୁଛି । ୧୩ ରୁ ଜାଳିବ । ମାର୍ଚ୍ଚରେ ୪୦ ଟପିବ ତାପମାତ୍ରା । କିଛି ଦିନ ପାଗ ସାମାନ୍ୟ ଥଣ୍ଡା ରହିବା ପରେ ତାତି ପୁଣି ବଢ଼ିଛି । ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ଧୀରେ ଧୀରେ ୨ରୁ ୪ ଡିଗ୍ରୀ ବୃଦ୍ଧି ପାଇବ। ଆସନ୍ତା ୧୩ ଓ ୧୪ ତାରିଖରେ ୬ଜିଲ୍ଲା ପାଇଁ ହିଟ ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।ସମ୍ବଲପୁର, କଳାହାଣ୍ଡି ,ଝାରସୁଗୁଡା ବଲାଙ୍ଗୀର,ବୌଦ୍ଧ ଓ ସୋନପୁରରେ ଗ୍ରୀଷ୍ମଲହରୀ ନେଇ ଚେତାବନୀ ଜାରି କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ବି ଅସ୍ତବ୍ୟସ୍ତ କରିବ ଅସମ୍ଭାଳ ତାତି । ଖରା ବଢ଼ୁଥିବାରୁ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ କରିଛନ୍ତି ଏସଆରସି । ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶ୍ରମ ବିଭାଗ ପକ୍ଷରୁ ଦିନ ଗୋଟାଏ ପରେ ଶ୍ରମିକ ମାନେ କାମ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    30.3 ° C
    30.3 °
    30.3 °
    39 %
    1.4kmh
    20 %
    Tue
    30 °
    Wed
    45 °
    Thu
    45 °
    Fri
    45 °
    Sat
    45 °

    ସମ୍ବନ୍ଧିତ