Wednesday, January 21, 2026
15.3 C
Odisha

    ୪୩.୬ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ

    ଆଗକୁ ପଢନ୍ତୁ

    ରାଜ୍ୟରେ ତାତିର ତାଉ ଜାରି ରହିଛି। ଲଗାତାର ୨ ଦିନ ହେବ ରାଜ୍ୟର ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବା ସହ ଅନେକ ସହରରେ ତାପମାତ୍ରା ୪୧ ଡିଗ୍ରୀ ଅତିକ୍ରମ କରିଛି। ମଙ୍ଗଳବାର ରାଜ୍ୟର ୨୯ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ୧୮ ସହରରେ ୪୧ ଡ଼ିଗ୍ରୀ କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଚଳିତ ଗ୍ରୀଷ୍ମ ଋତୁରେ ସର୍ବୋଚ୍ଚ ତାପମାତ୍ରା ୪୩.୬ ଡ଼ିଗ୍ରୀ ସହ ବାରିପଦା ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ତାପମାତ୍ରା ଆହୁରି ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ । ୧୮ରୁ ୨୦ ତାରିଖ ମଧ୍ୟରେ ଶିଖର ଛୁଇଁପାରେ ଗ୍ରୀଷ୍ମଲହରୀ । କିଛି ଅଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.3 ° C
    15.3 °
    15.3 °
    58 %
    2kmh
    0 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ