Friday, July 4, 2025
23.5 C
Odisha

    ୪୬୦ ସ୍କୁଲ ବସ୍‌ର ନାହିଁ ଫିଟ୍‌ନେସ୍‌: ପରିବହନ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ରାଜଧାନୀ ଭୁବନେଶ୍ଵରରେ ବିପଦ ସଂକୁଳ ଅବସ୍ଥାରେ ଗଡୁଛି ସ୍କୁଲ ବସ୍। ସ୍କୁଲ ବସ୍‌ ଗୁଡିକ ବିନା ଫିଟନେସ୍ ଛାତ୍ରଛାତ୍ରୀ ମାନଙ୍କୁ ନେବା ଆଣିବା କରୁଛି। ସର୍ବମୋଟ୍ ଭୁବନେଶ୍ଵରରେ ୧୪୮୪ଟି ସ୍କୁଲ ବସ୍ ପଞ୍ଜୀକୃତ ହୋଇଛି। ସେଥିମଧ୍ୟରୁ ୪୬୦ଟି ସ୍କୁଲ ବସ୍ ର ଫିଟନେସ୍ ନାହିଁ। ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.5 ° C
    23.5 °
    23.5 °
    94 %
    1.8kmh
    100 %
    Fri
    26 °
    Sat
    28 °
    Sun
    27 °
    Mon
    24 °
    Tue
    25 °

    ସମ୍ବନ୍ଧିତ