Friday, May 1, 2026
26.7 C
Odisha

    ୪ ଦିନ ରତ୍ନଭଣ୍ଡାର ମରାମତି ସ୍ଥଗିତ

    ଆଗକୁ ପଢନ୍ତୁ

    ପୁରୀ : ଚଳିତ ମାସ ୨୧ ତାରିଖ ସୋମବାର ପଇତାଲାଗି, ମଙ୍ଗଳବାର ରାମାଭିଷେକ, ବୁଧବାର ବନକଲାଗି ଏବଂ ଗୁରୁବାର ଗୁରୁତ୍ବପୂର୍ଣ୍ଣ ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ। ତେଣୁ ୨୧ରୁ ୨୪ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି ଏବଂ ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଏବଂ ସଂରକ୍ଷଣ କାମ ଚାଲୁ ରହିବ। ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.7 ° C
    26.7 °
    26.7 °
    68 %
    1.7kmh
    55 %
    Thu
    27 °
    Fri
    38 °
    Sat
    41 °
    Sun
    42 °
    Mon
    39 °

    ସମ୍ବନ୍ଧିତ