Tuesday, July 1, 2025
25.5 C
Odisha

    ୫ ହାର୍ଡକୋର ମାଓବାଦୀ ଗିରଫ

    ଆଗକୁ ପଢନ୍ତୁ

    ମାଲକାନଗିରି  :  ୫ ହାର୍ଡକୋର ମାଓବାଦୀ ଗିରଫ । ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାର ଲାହେରୀ ଥାନା ବିଣାଗୁଣ୍ଡା ଜଙ୍ଗଲରୁ ଏହି ୫ଜଣଙ୍କୁ ଗିରଫ କରିଛନ୍ତି ସୁରକ୍ଷା କର୍ମୀ ।  ଗିରଫଙ୍କ ମଧ୍ୟରେ ଜଣେ DVCM , ଜଣେ ACM ଏବଂ ତିନି ଜଣ ପ୍ଲାଟୁନ ସଦସ୍ୟ ରହିଛନ୍ତି । ଗିରଫ ୫ ଜଣଙ୍କ ନାଁରେ ୩୬ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ ମହାରାଷ୍ଟ୍ର ସରକାର ।  ଗିରଫ ମାଓବାଦୀଙ୍କ ନିକଟରୁ ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଗୋଟିଏ ସ୍ୱୟଂ ଚାଳିତ SLR, ଦୁଇଟି 303 ବନ୍ଧୁକ, ତିନୋଟି ସିଙ୍ଗଲ୍ ସଟ୍ ରାଇଫଲ୍ ଏବଂ ଦୁଇଟି ଭର୍ମର ବନ୍ଧୁକ ଜବତ କରାଯାଇଛି ସେମାଙ୍କଠୁଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.5 ° C
    25.5 °
    25.5 °
    86 %
    3kmh
    100 %
    Tue
    25 °
    Wed
    27 °
    Thu
    32 °
    Fri
    27 °
    Sat
    28 °

    ସମ୍ବନ୍ଧିତ