Sunday, February 15, 2026
17.1 C
Odisha

    ୬ ଲକ୍ଷ ଯୋଗ୍ୟ ହିତାଧିକାରୀ ପାଇବେ ରାସନ କାର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ପ୍ରାୟ ଲକ୍ଷେ ଲୋକଙ୍କ ରାସନ କାର୍ଡ କଟିଛି। ଏହାବାଦ୍‌ ଅନ୍ୟ ୫ ଲକ୍ଷ ମୃତ ହିତାଧିକାରୀଙ୍କୁ ମିଶାଇ ମୋଟ ୬ ଲକ୍ଷ କାର୍ଡ କାଟି ଦିଆଯାଇଛି। ଏହି ୬ ଲକ୍ଷ କାର୍ଡ ଗରିବ ଲୋକଙ୍କୁ ଦିଆଯିବ ବୋଲି ଗତକାଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଇ-କଓ୍ବୋଇସି ବ୍ୟବସ୍ଥାରେ ବହୁ ହିତାଧିକାରୀ ତାଲିକାରୁ କଟିଯାଇଥିବା ନେଇ ଚାରିଆଡୁ ଅଭିଯୋଗ ଆସିବାରେ ଲାଗିଥିବାବେଳେ ମନ୍ତ୍ରୀ କହିଛନ୍ତି, ଯେଉଁଠି ଅଭିଯୋଗ ରହିଛି ସେ ବିଷୟରେ ତାଙ୍କୁ ଜଣାନ୍ତୁ। ସରକାରଙ୍କ ପାଖରେ ପର୍ଯ୍ୟାପ୍ତ କାର୍ଡ ରହିଛି, ସେସବୁ ନୂଆ ଲୋକଙ୍କୁ ଦିଆଯିବ। ଯୋଗ୍ୟ ହିତାଧିକାରୀଙ୍କ କାର୍ଡ ଭୁଲ୍‌ରେ କଟିଯାଇଥିଲେ ସେମାନେ ଆଉଥରେ ଆବେଦନ କରନ୍ତୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.1 ° C
    17.1 °
    17.1 °
    47 %
    1.3kmh
    5 %
    Sun
    32 °
    Mon
    33 °
    Tue
    34 °
    Wed
    35 °
    Thu
    36 °

    ସମ୍ବନ୍ଧିତ