Thursday, December 18, 2025
26 C
Odisha

    ୮ରେ ବନ୍ଦରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

    ଆଗକୁ ପଢନ୍ତୁ

    ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି। ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26 ° C
    26 °
    26 °
    21 %
    3.1kmh
    0 %
    Thu
    23 °
    Fri
    26 °
    Sat
    27 °
    Sun
    28 °
    Mon
    28 °

    ସମ୍ବନ୍ଧିତ