Saturday, January 25, 2025
23.7 C
Odisha

    ୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର, ନିୟମିତ ହେବେ ୫୦୪ ଜଣ ଠିକା ଅଙ୍ଗନବାଡ଼ି ସୁପରଭାଇଜର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୩ଟି ବିଭାଗର ୮ ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ମହିଳା ଓ ଶିଶୁ ବିକାଶର ୫୦୪ ଜଣ ଠିକା ସୁପର ଭାଇଜରଙ୍କୁ ରେଗୁଲାର ପାଇଁ ନିଷ୍ପତି ହୋଇଛି। ସ୍ୱାସ୍ଥ୍ୟବିଭାଗର ୬ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ୬ ପାରାମେଡିକ କ୍ୟାଡର ରୁଲ୍‌ରେ ସଂଶୋଧନ ନେଇ ବି ନିଷ୍ପତ୍ତି ହୋଇଛି। ଜଳ ସମ୍ପଦ ବିଭାଗ ତରଫରୁ ଜଳ ସୂଚନା ବିଜ୍ଞାନ କେନ୍ଦ୍ର ସ୍ଥାପନ ହେବ। ପାଣିପାଗ ଏବଂ ଜଳ ସମ୍ବଧୀୟ ସୂଚନା ପାଇଁ ଗୋଟିଏ ଜାଗାରେ ମିଳିବ ସୁବିଧା । ଏ ନେଇ ଆଜି କ୍ୟାବିନେଟରେ ମୋହର ବାଜିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.7 ° C
    23.7 °
    23.7 °
    28 %
    1.1kmh
    0 %
    Sat
    31 °
    Sun
    31 °
    Mon
    32 °
    Tue
    33 °
    Wed
    33 °

    ସମ୍ବନ୍ଧିତ