Wednesday, November 5, 2025
17.6 C
Odisha

    ଅକ୍ଟୋବର ୪ ଏବଂ ୫ ରେ ହେବ ପୋଲିସ ଏସ୍‌ଆଇ ପରୀକ୍ଷା, ଏନେଇ ବିଜ୍ଞପ୍ତି ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏସଆଇ ପଦବୀ ପାଇଁ ଆଜି ପରୀକ୍ଷା ତାରିଖ ପ୍ରକାଶ ପାଇଛି । ଏସ୍‌ଆଇ ପଦବୀ ପାଇଁ ଓଏମ୍‌ଆର୍ ଆଧାରିତ ନିଯୁକ୍ତି ପରୀକ୍ଷା ଚଳିତ ବର୍ଷ ଅକ୍ଟୋବର ୪ ଏବଂ ୫ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ପୋଲିସ ପରୀକ୍ଷା । ପୂର୍ବରୁ ଏହି ପରୀକ୍ଷା ଦୁଇଥର ଘୁଞ୍ଚିଥିଲା ।

    ବିଜ୍ଞପ୍ତି ଅନୁଯାୟୀ,ଏସ୍‌ଆଇ ପଦବୀ ପାଇଁ ଓଏମ୍‌ଆର୍ ଆଧାରିତ ନିଯୁକ୍ତି ପରୀକ୍ଷା ଅକ୍ଟୋବର ୪ ଏବଂ ୫ ତାରିଖରେ ହେବ । ଓଏମଆର୍ ସିଟ୍ ଜରିଆରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ଓଡ଼ିଶା ପୋଲିସ ୱେବସାଇଟ୍‌ରୁ ପରୀକ୍ଷା କେନ୍ଦ୍ର ଏବଂ ପରୀକ୍ଷା ସୂଚୀ ବିଷୟରେ ଜାଣିବା ପାଇଁ ସେପ୍ଟମ୍ବର ୨୦ ପରେ ଆଡମିଟ୍ କାର୍ଡ ଡାଉନଲୋଡ୍ କରିବାକୁ ଦିଆଯାଇଛି ପରାମର୍ଶ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    17.6 ° C
    17.6 °
    17.6 °
    74 %
    1.6kmh
    20 %
    Wed
    27 °
    Thu
    28 °
    Fri
    28 °
    Sat
    26 °
    Sun
    25 °

    ସମ୍ବନ୍ଧିତ