Saturday, March 14, 2026
23.2 C
Odisha

    ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା। ଓଏମଆର୍‌ ସିଟ୍‌ ଜରିଆରେ ଲିଖିତ ପରୀକ୍ଷା ହେବ। ଏସଆଇ ରାଙ୍କ୍‌ର ସମସ୍ତ ସିପିଏସଇ-୨୦୨୪ ପରୀକ୍ଷା ହେବ। ଏନେଇ ଶନିବାର ଓଡିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେପ୍ଟେମ୍ବର ୨୦ ତାରିଖ ପରଠାରୁ ପରୀକ୍ଷାର୍ଥୀ ଆଡ୍‌ମିଟ୍‌ କାର୍ଡ ଡାଉନଲୋଡ୍‌ କରି ପାରିବେ। Odishapolice.gov.inରୁୁ ଡାଉନଲୋଡ୍‌ କରିବେ ଆଡ୍‌ମିଟ୍‌ କାର୍ଡ ।ରାଜ୍ୟର ବିଭିନ୍ନ ଜିଲାରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ପୂର୍ବରୁ ଦୁଇ ଦୁଇ ଥର ପରୀକ୍ଷା ସ୍ଥଗିତ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ