Tuesday, March 31, 2026
35.4 C
Odisha

    ଅକ୍ଟୋବର ୯କୁ ଦିଆଯିବ ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି

    ଆଗକୁ ପଢନ୍ତୁ

    ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦ ହିତାଧିକାରୀଙ୍କୁ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ ପରେ ୨ୟ ପର୍ଯ୍ୟାୟରେ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଅର୍ଥ ରଣ ନିମନ୍ତେ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ ସ୍ଥିତି ସମୀକ୍ଷାକରିଛନ୍ତି ।
    ଗୁରୁବାର ଲୋକସେବା ଭବନସ୍ଥିତ କାର୍ଯ୍ୟାଳୟରେ ଉନ୍ନୟନକମିଶନର ଗର୍ଗ, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭାଶର୍ମା, ବିଭାଗର ନିର୍ଦ୍ଦେଶିକା ମୋନିଷା ବାନାର୍ଜୀଙ୍କ ଉପସ୍ଥିତିରେ ୨ୟ ପର୍ଯ୍ୟାୟରେ ‘ସୁଭଦ୍ରା’ପ୍ରଥମ କିସ୍ତି ଅର୍ଥ ରାଶି ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ କରାଯିବା ସଂପର୍କରେ ବୈଷୟିକ ଟିମ୍ ସହିତ ଆଲୋଚନା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    35.4 ° C
    35.4 °
    35.4 °
    22 %
    2.9kmh
    45 %
    Tue
    37 °
    Wed
    38 °
    Thu
    40 °
    Fri
    39 °
    Sat
    40 °

    ସମ୍ବନ୍ଧିତ