Sunday, January 11, 2026
27.1 C
Odisha

    ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିରରୁ ରଥଖଳାକୁ ଆସିଲା ଆଜ୍ଞାମାଳ

    ଆଗକୁ ପଢନ୍ତୁ

    ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ମହାପ୍ରଭୁଙ୍କ ରଥକାଠ ଅନୁକୁଳ ହୋଇଛି। ରଥ ନିର୍ମାଣ ପାଇଁ ଅନୁକୂଳ ହୋଇଛି ରଥକାଠ । ରଥକାଠ ଅନୁକୂଳ ପାଇଁ ରଥଖଳାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ କରାଯାଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଂଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ମଧ୍ୟ ବଢାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.1 ° C
    27.1 °
    27.1 °
    14 %
    2.7kmh
    2 %
    Sun
    25 °
    Mon
    28 °
    Tue
    28 °
    Wed
    29 °
    Thu
    30 °

    ସମ୍ବନ୍ଧିତ