Monday, September 14, 2026
23.5 C
Odisha

    ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିରରୁ ରଥଖଳାକୁ ଆସିଲା ଆଜ୍ଞାମାଳ

    ଆଗକୁ ପଢନ୍ତୁ

    ପବିତ୍ର ଅକ୍ଷୟ ତୃତୀୟାରେ ଆଜିଠାରୁ ମହାପ୍ରଭୁଙ୍କ ରଥକାଠ ଅନୁକୁଳ ହୋଇଛି। ରଥ ନିର୍ମାଣ ପାଇଁ ଅନୁକୂଳ ହୋଇଛି ରଥକାଠ । ରଥକାଠ ଅନୁକୂଳ ପାଇଁ ରଥଖଳାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ କରାଯାଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଂଟ ପ୍ରସ୍ତୁତ କରାଯାଇ ରଥକାଠ ଅନୂକୁଳ ହୋଇଛି । ରାତି ୩ଟାରୁ ମହାପ୍ରଭୁଙ୍କର ଦ୍ୱାର ଫିଟା ନୀତି କରାଯାଇ ଅନ୍ୟାନ୍ୟ ନୀତି ମଧ୍ୟ ବଢାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.5 ° C
    23.5 °
    23.5 °
    94 %
    0.9kmh
    100 %
    Mon
    31 °
    Tue
    31 °
    Wed
    31 °
    Thu
    31 °
    Fri
    31 °

    ସମ୍ବନ୍ଧିତ