Sunday, October 4, 2026
22.7 C
Odisha

    ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ରେ ରତ୍ନଭଣ୍ଡାର ଗଣତି

    ଆଗକୁ ପଢନ୍ତୁ

    ପୁରୀ : ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି। ପରବର୍ତ୍ତୀ ରତ୍ନଭଣ୍ଡାର ଗଣତି ଆସନ୍ତା ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖରେ ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ତଥା କମାଣ୍ଡରଙ୍କ ପରାମର୍ଶ ଅନୁଯାୟୀ, ପରବର୍ତ୍ତୀ ରତ୍ନଭଣ୍ଡାର ଗଣତି ଆସନ୍ତା ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ବ୍ୟବସ୍ଥାବଳୀ ଅନୁଯାୟୀ ଅନୁଷ୍ଠିତ ହେବ। ଏହି କାର୍ଯ୍ୟରେ ସମସ୍ତ ସେବକ ଓ ଶ୍ରଦ୍ଧାଳୁ ଭକ୍ତଙ୍କର ସହଯୋଗ ଓ ସହାୟତା କାମନା କରାଯାଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.7 ° C
    22.7 °
    22.7 °
    74 %
    1.5kmh
    1 %
    Sat
    22 °
    Sun
    30 °
    Mon
    30 °
    Tue
    31 °
    Wed
    31 °

    ସମ୍ବନ୍ଧିତ