Friday, July 10, 2026
25.6 C
Odisha

    ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ

    ଆଗକୁ ପଢନ୍ତୁ

    ବାଲେଶ୍ୱର: ଭାରତ ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ କରିଛି। ବାଲେଶ୍ବର ଅବଦୁଲ କଲାମ ଦ୍ବୀପରେ ଅଗ୍ନି-୫ର ସଫଳ ପରୀକ୍ଷଣ ହୋଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ହେଉଥିବା ଏହି ଆନ୍ତଃମହାଦେଶୀୟ ବାଲିଷ୍ଟିକ୍ ମିସାଇଲ ସମ୍ପୂର୍ଣ୍ଣ ରୂପେ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ହୋଇଛି। ଏହାର ୫ ହଜାର କିଲୋମିଟର ଲକ୍ଷ୍ୟ ଭେଦ କରିବାର କ୍ଷମତା ରହିଛି । ଏହାର ଲମ୍ବ ୧୭.୫ ମିଟର ଏବଂ ଓଜନ ୫୦ ଟନ୍ । କହିରଖୁଛୁ ଭାରତ ବ୍ୟତୀତ ଏହା ଚୀନ, ଫ୍ରାନ୍ସ, ଆମେରିକା, ଇସ୍ରାଏଲ, ଋଷ୍ ଏବଂ ଇଂଲଣ୍ଡ ପାଖରେ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.6 ° C
    25.6 °
    25.6 °
    89 %
    2.4kmh
    100 %
    Thu
    25 °
    Fri
    30 °
    Sat
    27 °
    Sun
    28 °
    Mon
    29 °

    ସମ୍ବନ୍ଧିତ