Thursday, March 19, 2026
20.8 C
Odisha

    ଅଟୋକୁ ଧକ୍କା ଦେଲା ଟ୍ରକ୍ : ୭ ମୃତ

    ଆଗକୁ ପଢନ୍ତୁ

    ପାଟଣା : ବିହାର ପାଟଣା ମସୌର୍ହି ନୋରା ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭ ଜଣଙ୍କର ଜୀବନ ଚାଲିଯାଇଛି। ଗତକାଲି ବିଳମ୍ବିତ ରାତିରେ ଅଟୋ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏକାଧିକ ଲୋକ ଆହତ ହୋଇଥିବା ନେଇ ସୂଚନା ମିଳିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    20.8 ° C
    20.8 °
    20.8 °
    77 %
    1.9kmh
    99 %
    Wed
    21 °
    Thu
    33 °
    Fri
    33 °
    Sat
    34 °
    Sun
    35 °

    ସମ୍ବନ୍ଧିତ