Sunday, February 1, 2026
29 C
Odisha

    ଅଣସର ପିଣ୍ଡିରେ ଚାଲିଛି ଉପଚାର ସେବା, ଦ୍ଵିତୀୟ ଦିନରେ ଦର୍ଶନ ଦେଉଛନ୍ତି ଅଲାରନାଥ

    ଆଗକୁ ପଢନ୍ତୁ

    ବ୍ରହ୍ମଗିରି : ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ। ଆଜି ଦ୍ଵିତୀୟ ଦିନରେ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନରେ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ ବ୍ୟରିକେଡରେ ଲାଇନରେ ଯାଇ ଅର୍ଗଳି କାଠ ନିକଟରୁ ଦର୍ଶନ କରୁଛନ୍ତି । ଆଜି ଭୋର ୪ଟାରେ ମନ୍ଦିର ଖୋଲା ଯାଇଥିଲା । ୪.୨୦ ରେ ମଙ୍ଗଳ ଆଳତୀ, ଅବକାଶ,ତଡ଼ପ ଲାଗି, ବେଶ , ତୁଳସିଲାଗି, ଗୋପାଳ ବଲ୍ଲଭ ସରିବାପରେ ଏବେ ସର୍ବସାଧାରଣ ଦର୍ଶନ 6 ଟାରୁ ଆରମ୍ଭ ହୋଇଛି ।

    ସେପଟେ ଶ୍ରୀଜୀଉ ମାନେ ଅଣସର ଘରେ ଗୁପ୍ତ ସେବା ପାଉଛନ୍ତି। ଏହି ସମୟରେ ଅଲାରନାଥ ପୀଠରେ ଚତୁର୍ଭୁଜ ନାରାୟଣଙ୍କୁ ଭକ୍ତମାନେ ଦର୍ଶନ କରୁଛନ୍ତି। ବର୍ଷ କରେ ୩୬୫ ଦିନ ମଧ୍ୟରୁ ୩୫୦ ଦିନ ଜଗନ୍ନାଥଙ୍କୁ ଦର୍ଶନ କରିବା ଯାହା ଅନବସର ସମୟରେ ୧୪ ଦିନ ଭିତରେ ଅଲାରନାଥଙ୍କୁ ଦର୍ଶନ କରିବା ସମାନ ବୋଲି ଭକ୍ତ ମନରେ ବିଶ୍ୱାସ ନେଇ ଛୁଟି ଆସିଥାନ୍ତି। ଏହି ୧୪ ଦିନ ବ୍ରହ୍ମଗିରି ଅଲାରନାଥଙ୍କୁ ଦର୍ଶନ କରିବା ସମାନ ବୋଲି ଭକ୍ତ ମନରେ ବିଶ୍ୱାସ ନେଇ ଛୁଟି ଆସିଥାନ୍ତି। ଏହି ୧୪ ଦିନ ବ୍ରହ୍ମଗିରି ଅଲାରନାଥ ପୀଠ ପଲଟିଯାଏ ଦ୍ଵିତୀୟ ଶ୍ରୀକ୍ଷେତ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29 ° C
    29 °
    29 °
    34 %
    2.1kmh
    95 %
    Sun
    30 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ