Saturday, April 11, 2026
37.5 C
Odisha

    ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଅଦିନିଆ ବର୍ଷା ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

    ସେ କହିଛନ୍ତି, ପ୍ରାଥମିକ ଆକଳନ କରି ୩ ଦିନ ଭିତରେ କ୍ଷୟକ୍ଷତିର ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଚୂଡ଼ାନ୍ତ ରିପୋର୍ଟ ଆସିବା ପରେ ପ୍ରକୃତ କ୍ଷୟକ୍ଷତି ସ୍ପଷ୍ଟ ହେବ। ଧାନ ବକ୍ରିଯୋଗ୍ୟ ହେଲେ ସେନେଇ ପଦକ୍ଷେପ ନିଆଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.5 ° C
    37.5 °
    37.5 °
    10 %
    4.3kmh
    0 %
    Sat
    37 °
    Sun
    41 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ