Saturday, February 21, 2026
33.5 C
Odisha

    ଅଦିନିଆ ରଥଯାତ୍ରା କଲେ ଆଇନଗତ ପଦକ୍ଷେପ : ଆଇନ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଅଦିନିଆ ରଥଯାତ୍ରା କଲେ ହେବ ଆଇନଗତ ପଦକ୍ଷେପ | ଏମିତି କହିଛନ୍ତି ଆଇନ ମନ୍ତ୍ରୀ  ପୃଥ୍ଵୀରାଜ ହରିଚନ୍ଦନ  | ଶ୍ରୀ ମନ୍ଦିର ପ୍ରଶାସନ ସଂଗେ ଆଲୋଚନା ହୋଇଛି  | ଗଜପତି ମହାରାଜା ପତ୍ର ଲେଖି ସାରିଛନ୍ତି  | ନୂଆପଡାରେ ଅଦିନିଆ ରଥଯାତ୍ରା ଖବର ପାଇବା ପରେ ତାଙ୍କୁ ତାଗିଦ କରଯାଇଥିଲା | ତାଗିଦ ପରେ ସେମାନେ ଯାତ୍ରା ବନ୍ଦ କରିଛନ୍ତି | ଯଦି କେହି ତ୍ରୁଟି ବିଚ୍ୟୁତ କରନ୍ତି କାର୍ଯ୍ୟାନୁଷ୍ଠାନ ହେବ | ଇସ୍କନକୁ ବି ପରାମର୍ଶ ଦିଆଯାଇଛି ଯଦି କଥା ନମାନେ ଆଇନଗତ ପଦକ୍ଷେପ ନିଆଯିବ |

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.5 ° C
    33.5 °
    33.5 °
    15 %
    4.2kmh
    11 %
    Sat
    33 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ