Friday, March 13, 2026
28 C
Odisha

    ଅଧିକ କୀଟନାଶକ ବ୍ୟବହାର ଯୋଗୁଁଁ ବଢୁଛି କ୍ୟାନସର୍‌‌: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି ବୋଲି ଗୃହରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଅର୍ଗାନିକ୍ ବା ଜୈବିକ ଚାଷ ପାଇଁ କ’ଣ ପାଇଁ ବ୍ୟବହାର କରାଯାଉଛି ବୋଲି ପ୍ରଶ୍ନ କରିଥିଲେ ।

    ଏହାର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ କ୍ୟାନସର୍‌‌ ରୋଗୀଙ୍କ ସଂଖ୍ୟା ବଢୁଛି । ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି । ଜମିର ଗୁଣବତ୍ତା ନଷ୍ଟ ହେଉଛି ଏବଂ କ୍ୟାସନର ଭଳି ରୋଗ ବ୍ୟାପୁଛି । ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ୱ ଦିଆଯାଉଛି । ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    13 %
    0.7kmh
    0 %
    Fri
    31 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ