Thursday, February 5, 2026
30.7 C
Odisha

    ଅଧିକ ସାମାଜିକ ସଚେତନତାଧର୍ମୀ ଚଳଚ୍ଚିତ୍ର ନିର୍ମାଣ ଉପରେ ନବୀନଙ୍କ ଗୁରୁତ୍ୱ

    ଆଗକୁ ପଢନ୍ତୁ

    ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ ।
    ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ନବୀନ । ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ଦମନ ଚଳଚିତ୍ରର ମୁଖ୍ୟ କଳାକାର ବାବୁସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    21 %
    2.5kmh
    0 %
    Thu
    31 °
    Fri
    31 °
    Sat
    31 °
    Sun
    32 °
    Mon
    32 °

    ସମ୍ବନ୍ଧିତ