Wednesday, January 14, 2026
19.1 C
Odisha

    ଅନୁଗୁଳରେ ଗୋଷ୍ଠୀ ସଂଘର୍ଷ, ମହିଳାଙ୍କୁ ମାଡ ମାରିବା ସହ ଘର ଓ ସ୍କୁଟି ଜାଳିଦେଇଥିବା ଅଭିଯୋଗ

    ଆଗକୁ ପଢନ୍ତୁ

    ଅନୁଗୁଳ: ଅନୁଗୁଳରେ ଗୋଷ୍ଠୀ ସଂଘର୍ଷ, ଜାଳିଦେଲେ ଘର। ସାମାନ୍ୟ ବଚସାରୁ ଦୁଇ ଗୋଷ୍ଠୀ ମଧ୍ୟରେ ତୁମୁଳକାଣ୍ଡ। ଦୀପାବଳି ସନ୍ଧ୍ୟାରେ ସହର ଉପକଣ୍ଠ କୁମଣ୍ଡ ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ସୃଷ୍ଟି ହୋଇଥିଲା । ଏହାକୁ ନେଇ ଗୋଟେ ଗୋଷ୍ଠୀ ମହିଳାଙ୍କୁ ମାଡ ମାରିବା ସହ ଘର ଓ ସ୍କୁଟି ଜାଳିଦେଇଥିବା ଅଭିଯୋଗ ହୋଇଛି । ଏନେଇ ଥାନାରେ ଏତଲା ଦିଆଯାଇଛି । ଥାନା ଆଗରେ ଧାରଣା ଦେବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଗାଁରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ପୋଲିସ ମୁତୟନ କରାଯାଇଛି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଛକ ଛକରେ ଜଗି ରହିଛି ପୋଲିସ । ମାମଲାର ସମାଧାନ କରିବାକୁ ଚେଷ୍ଟା ଚାଲିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.1 ° C
    19.1 °
    19.1 °
    36 %
    1.2kmh
    5 %
    Wed
    27 °
    Thu
    28 °
    Fri
    29 °
    Sat
    30 °
    Sun
    31 °

    ସମ୍ବନ୍ଧିତ