Wednesday, October 7, 2026
30.3 C
Odisha

    ଅନୁଗୋଳ ବନ୍ତଳା ଫାୟାରିଂ ଘଟଣାରେ କାର୍ଯ୍ୟାନୁଷ୍ଠାନ, ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଉଠାଇନେଲା ପୋଲିସ

    ଆଗକୁ ପଢନ୍ତୁ

    ଅନୁଗୋଳ : ଅନୁଗୋଳ ବନ୍ତଳା ଫାୟାରିଂ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଉଠାଇନେଲା ପୋଲିସ । ଥାନାରେ ଅଟକ ରଖି ପଚରା ଉଚରା କରାଯାଉଛି । ମଦ୍ୟପାନ ପରେ ଗଣ୍ଡଗୋଳରୁ ଗୁଳିମାଡ଼ ହୋଇଥିବା ଅନୁମାନ କରାଯାଉଛି । ବନ୍ତଳା ଥାନା ବନ୍ତଳ ଗାଁ ନିମ ଛକରେ ଫାୟାରିଂ ହୋଇଥିଲା ।

    ଗୁଳିମାଡ଼ରେ ସୁଶାନ୍ତ ପ୍ରଧାନ ନାମକ ଯୁବକଙ୍କ ମୃତ୍ୟୁ ହୋଇଛି। ଗତକାଲି ଅବସରପ୍ରାପ୍ତ କର୍ମଚାରୀଙ୍କ ସହ ଯୁବକଙ୍କ ଯୁକ୍ତିତର୍କ ହୋଇଥିଲା । ପରେ ଗୁଳିମାଡ଼ କରିଥିଲେ ଅବସରପ୍ରାପ୍ତ ସେନା କର୍ମଚାରୀ । ଗୁରୁତର ଅବସ୍ଥାରେ ସୁଶାନ୍ତଙ୍କୁ ବନ୍ତଳା ମେଡିକାଲ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ବନ୍ତଳା ପୋଲିସ। ଆଜି ସାଇଣ୍ଟିଫିକ୍ ଟିମ୍ ତଦନ୍ତ କରିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    57 %
    0.7kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ