Thursday, October 1, 2026
30.6 C
Odisha

    ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ ପାଇଁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    କଟକ: କେନ୍ଦ୍ରାପଡ଼ା ସାଂସଦ ତଥା ଲୋକପ୍ରିୟ ଅଭିନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଲା। ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଅନୁଭବଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ କରାଯାଇଥିବା ଘରୋଇ ହିଂସା ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟ। ସୂଚନାଯୋଗ୍ୟ, ଅନୁଭବଙ୍କ ବିରୋଧରେ କଟକ ପୁରୀଘାଟ ଥାନରେ ବର୍ଷା ଅଭିଯୋଗ କରିଥିଲେ। ଏହି ମାମଲା ଏବେ କୋର୍ଟରେ ବିଚାରଧୀନ ଅଛି। ଏହି ମାମଲାରେ ଅନୁଭବଙ୍କ ଡିସଚାର୍ଜ ଆବଦେନର ଗତକାଲି ଶୁଣାଣି ହୋଇଥିଲା। ଅନୁଭବଙ୍କ ଡିସଚାର୍ଜ ପିଟିସନ୍ ଖାରଜ କରିବା ସହ ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    54 %
    2.7kmh
    7 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ