Tuesday, March 11, 2025
20.3 C
Odisha

    ଅନ୍ତରୀଣ ଜାମିନ ମିଳିବା ପରେ ତିହାର ଜେଲରୁ ବାହାରିଲେ କେଜ୍ରିୱାଲ

    ଆଗକୁ ପଢନ୍ତୁ

    ଜେଲରୁ ବାହାରିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମିଳିଛି ବଡ ଆଶ୍ବସ୍ତି । ଅନ୍ତରୀଣ ଜାମିନ ମିଳିବା ପରେ ତିହାର ଜେଲରୁ ବାହାରିଲେ କେଜ୍ରିୱାଲ । ଜୁନ ୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ୭ତାରିଖ ଶୁଣାଣୀ କରି କୋର୍ଟ ଫଇସଲା ସୁରକ୍ଷିତ ରଖିଥିଲେ । କେଜ୍ରିୱାଲଙ୍କ ଓକିଲ ୪ ତାରିଖ ପର୍ଯ୍ୟନ୍ତ ଜାମିନ ପାଇଁ ଆବେଦନ କରିଥିଲେ କିନ୍ତୁ କୋର୍ଟ ସର୍ତ ସହ ୧ ତାରିଖ ଯାଏଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମିଳିଛି ଜାମିନ୍ ।

    ଜେଲରୁ ବାହାରିବା ପରେ ଆପର ଶତାଧିକ କର୍ମୀ ଓ ନେତା କେଜ୍ରିୱାଲଙ୍କୁ ସ୍ବାଗତ କରିଥିଲେ। ଜେଲରୁ ବାହାରିବା ପରେ କେଜ୍ରିୱାଲ କହିଛନ୍ତି, “ମୁଁ କହିଥିଲି ମୁଁ ଶୀଘ୍ର ଆସିବି, ଆସିଗଲି। ସର୍ବପ୍ରଥମେ ମୁଁ ହନୁମାନଙ୍କ ଚରଣରେ ନତମସ୍ତକ ହେବାକୁ ଚାହୁଁଛି, ହନୁମାନଙ୍କ ଆଶୀର୍ବାଦରୁ ମୁଁ ଆଜି ଆପଣଙ୍କ ଗହଣରେ ଅଛି। ” ଜେଲରୁ ବାହାରିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମିଳିଛି ବଡ ଆଶ୍ବସ୍ତି । ଅନ୍ତରୀଣ ଜାମିନ ମିଳିବା ପରେ ତିହାର ଜେଲରୁ ବାହାରିଲେ କେଜ୍ରିୱାଲ । ଜୁନ ୧ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ୍ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ୭ତାରିଖ ଶୁଣାଣୀ କରି କୋର୍ଟ ଫଇସଲା ସୁରକ୍ଷିତ ରଖିଥିଲେ । କେଜ୍ରିୱାଲଙ୍କ ଓକିଲ ୪ ତାରିଖ ପର୍ଯ୍ୟନ୍ତ ଜାମିନ ପାଇଁ ଆବେଦନ କରିଥିଲେ କିନ୍ତୁ କୋର୍ଟ ସର୍ତ ସହ ୧ ତାରିଖ ଯାଏଁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମିଳିଛି ଜାମିନ୍ ।

    ଜେଲରୁ ବାହାରିବା ପରେ ଆପର ଶତାଧିକ କର୍ମୀ ଓ ନେତା କେଜ୍ରିୱାଲଙ୍କୁ ସ୍ବାଗତ କରିଥିଲେ। ଜେଲରୁ ବାହାରିବା ପରେ କେଜ୍ରିୱାଲ କହିଛନ୍ତି, “ମୁଁ କହିଥିଲି ମୁଁ ଶୀଘ୍ର ଆସିବି, ଆସିଗଲି। ସର୍ବପ୍ରଥମେ ମୁଁ ହନୁମାନଙ୍କ ଚରଣରେ ନତମସ୍ତକ ହେବାକୁ ଚାହୁଁଛି, ହନୁମାନଙ୍କ ଆଶୀର୍ବାଦରୁ ମୁଁ ଆଜି ଆପଣଙ୍କ ଗହଣରେ ଅଛି। ”

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.3 ° C
    20.3 °
    20.3 °
    37 %
    1.1kmh
    1 %
    Tue
    36 °
    Wed
    38 °
    Thu
    40 °
    Fri
    41 °
    Sat
    41 °

    ସମ୍ବନ୍ଧିତ