Friday, August 28, 2026
30 C
Odisha

    ଅଫିସ୍‌ ଭିତରେ ପଶି RIଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ, ମାଡ ମାରୁଥିବାର ଭିଡିଓ ଭାଇରାଲ

    ଆଗକୁ ପଢନ୍ତୁ

    ଚାନ୍ଦବାଲି  : ଅଫିସ୍‌ ଭିତରେ ପଶି RIଙ୍କୁ ଘୋଷାଡ଼ି ଘୋଷାଡ଼ି ପିଟିଲେ ଯୁବକ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ତହସିଲ ସାରଣା ଆରଆଇ ତାପସ ରଞ୍ଜନ ଜେନାଙ୍କୁ ମରଣାନ୍ତକ ଆକ୍ରମଣ । ଅଫିସରେ କାମ କରୁଥିବାବେଳେ ମାଡ଼ ମାରିଥିଲେ ଜଣେ ବ୍ୟକ୍ତି । ଆରଆଇଙ୍କୁ ମାଡ ମାରୁଥିବାର ଭିଡିଓ ଭାଇରାଲ ହେଉଛି । ଭୂଇଁବୃତ୍ତି ପଂଚାୟତ ଜଗନ୍ନାଥପୁର ଗାଁର ସୁବାସ ଦାସ ମାଡ ମାରୁଥିବା ଜଣାପଡିଛି । ଆରଆଇ ତାପସ ରଞ୍ଜନ ଓ ସୁବାସଙ୍କର କୌଣସି କଥାକୁ ନେଇ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ସୁବାସ ଆରଆଇଙ୍କୁ ମାଡ ମାରିଥିବା ଜଣାପଡିଛି। ଚାନ୍ଦବାଲି ଥାନା ଓ ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ RI । ଆରଆଇଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    30 ° C
    30 °
    30 °
    69 %
    5.3kmh
    100 %
    Fri
    30 °
    Sat
    30 °
    Sun
    27 °
    Mon
    27 °
    Tue
    23 °

    ସମ୍ବନ୍ଧିତ