Sunday, October 18, 2026
23.2 C
Odisha

    ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ୪ ଜିଲ୍ଲାକୁ ୟେଲୋ ଆଲର୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ରପ୍ରଦେଶ ସମୁଦ୍ର ମଧ୍ୟରେ କେନ୍ଦ୍ରୀଭୂତ ରହିଛି। ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା। ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ଯୋଗୁଁ ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଲାଗି ରହିଛି।ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ