Saturday, October 10, 2026
24.4 C
Odisha

    ଅବସରପ୍ରାପ୍ତ ଏଏନ୍‌ଏମ୍‌ ମହିଳାଙ୍କୁ ହତ୍ୟା,ଘର ଆଗରେ ପଡିଛି ମୃତଦେହ

    ଆଗକୁ ପଢନ୍ତୁ

    ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ ରହୁଥିବା ଜଣେ ଅବସରପ୍ରାପ୍ତ ଏଏନ୍‌ଏମ୍‌ ସୁପରାଇଜରଙ୍କ ମୃତଦେହ ନିଜ ଘର ଆଗରେ ପଡ଼ିରହିଥିବା ଦେଖିବାକୁ ମିଳିଛି। ଏହାସହ ତାଙ୍କ ଘର କବାଟ ମଧ୍ୟ ତାଲା ଭଙ୍ଗା ଯାଇଛି। ଏକାକୀର ସୁଯୋଗ ନେଇ ମହିଳାଙ୍କୁ ଦୁର୍ବୁତ୍ତ ହତ୍ୟା କରି ତାଙ୍କ ଘରର ସାମଗ୍ରୀ ଲୁଟ୍‌ କରିଥିବା ସନ୍ଦେହ କରାଯାଉଛି। ମୃତ ମହିଳାଙ୍କ ନାମ ସୁଚିତ୍ରା ଖୁଣ୍ଟିଆ (୬୨) ବୋଲି ଜଣାପଡ଼ିଥିବାବେଳେ ତାଙ୍କ ସ୍ବାମୀ ଓ ପୁଅ ବାହାରେ ରହୁଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ପୋଲିସ ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ