Thursday, February 26, 2026
23.3 C
Odisha

    ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି, ପଢ଼ାଇବେ 6387 ଅତିଥି ଶିକ୍ଷକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଅବସରପ୍ରାପ୍ତ 6387 ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଅନୁଦାନପ୍ରାପ୍ତ, ବ୍ଲକଗ୍ରାଣ୍ଡ ହାଇସ୍କୁଲ ସହ ସଂସ୍କୃତ ଟୋଲ ସ୍କୁଲରେ ମିଳିବ ନିଯୁକ୍ତି । ବିଦ୍ଯାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଏନେଇ ଚିଠି ଲେଖା ହୋଇଛି । ନୂଆ TGT ନିଯୁକ୍ତ ହେବା ଯାଏଁ ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷକତା କରିବେ । ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରାଇବେ ଡିଇଓ । ଖାଲି ପଦବୀରେ TGT ନିଯୁକ୍ତ ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    22 %
    1.5kmh
    0 %
    Thu
    26 °
    Fri
    34 °
    Sat
    36 °
    Sun
    37 °
    Mon
    38 °

    ସମ୍ବନ୍ଧିତ