Friday, October 2, 2026
22.2 C
Odisha

    ଅମଲିପାଲି ଯୁବ ସମାବେଶରେ ଯୋଗ ଦେଲେ ମୋଦୀ

    ଆଗକୁ ପଢନ୍ତୁ

    ଝାରସୁଗୁଡା : ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ଶୋରେ ଯାଇ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ରୋଡ ଶୋରେ ଅମଲିପାଲି ସମାବେଶ ସ୍ଥଳକୁ ଯାଇଥିଲେ । ରାସ୍ତାରେ ଶହ ଶହ ଲୋକେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ ସ୍ୱାଗତ କରିଥିଲେ । ଲୋକଙ୍କ ଉକ୍ରଣ୍ଠା ଦେଖି ମୋଦୀ କାର ଭିତରୁ ବାହାରି ଆସି ହାତ ହଲାଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ