Wednesday, October 7, 2026
30.3 C
Odisha

    ଅମିତ ଶାହଙ୍କ ଓଡିଶା ଗସ୍ତ ସ୍ଥଗିତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଥାନ୍ତେ।୨୯ ତାରିଖ ସନ୍ଧ୍ୟାରେ ତାଙ୍କର ଭୁବନେଶ୍ବରରୁ ନୂଆଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ସେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଏନେଇ ଓଡ଼ିଶା ବିଜେପି ପ୍ରଭାରୀ ବିଜୟପାଲ ସିଂହ ତୋମର୍ ଗତକାଲି ସୂଚନା ଦେଇଥିଲେ। ହେଲେ ତାଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଛି। ଏନେଇ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା ସୂଚନା ଦେଇଛନ୍ତି। ତାଙ୍କ ସୂଚନା ମୁତାବକ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ପରେ ଏବେ ଦେଶ ଗୋଟିଏ ସପ୍ତାହ ପାଇଁ ଶୋକ ପାଳୁଛି। ଏହାକୁ ସମ୍ମାନ ଦେଇ ଗୃହମନ୍ତ୍ରୀ ତାଙ୍କ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.3 ° C
    30.3 °
    30.3 °
    57 %
    0.7kmh
    0 %
    Wed
    31 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ