Wednesday, April 1, 2026
35.5 C
Odisha

    ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା

    ଆଗକୁ ପଢନ୍ତୁ

    ୨୦୨୪ ପାଇଁ ଆଜି ଅର୍ଥନୀତିରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ମିଳିତ ଭାବେ ୩ ଜଣଙ୍କ ନାଁ ଅର୍ଥନୀତି ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଉକ୍ତ ୩ ଜଣ ବ୍ୟକ୍ତି ହେଲେ ଡାରେନ ଏସ୍‌ମୋଗ୍ଲୁ, ସାଇମନ ଜନ୍‌ସନ୍‌, ଜେମ୍‌ସ ଏ. ରବିନ୍‌ସନ୍‌। ଅନୁଷ୍ଠାନଗୁଡିକ କିପରି ଗଠନ ହୁଏ ଏବଂ ସେମାନେ କିପରି ସମୃଦ୍ଧିକୁ ପ୍ରଭାବିତ କରନ୍ତି ସେ ସମ୍ବନ୍ଧରେ ଅଧ୍ୟୟନ ପାଇଁ ୩ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.5 ° C
    35.5 °
    35.5 °
    20 %
    1.2kmh
    4 %
    Wed
    39 °
    Thu
    41 °
    Fri
    41 °
    Sat
    39 °
    Sun
    38 °

    ସମ୍ବନ୍ଧିତ