Monday, October 20, 2025
22.2 C
Odisha

    ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ କୋଇଲା, ପଳାଶୁଣୀରେ ନିର୍ମାଣ ହେବ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ କୋଇଲା । ରାଜ୍ୟ ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ଏନେଇ କାର୍ଯ୍ୟ କରୁଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଏମସି ପକ୍ଷରୁ ପୁରୁଣା ଭୁବନେଶ୍ୱରରେ ଆୟୋଜିତ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଯୋଗଦେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ସ୍ୱଚ୍ଛ ସର୍ବେକ୍ଷଣରେ ଭୁବନେଶ୍ୱରକୁ କିଭଳି ଏକ ନମ୍ବର ମାନ୍ୟତା ମିଳିବ ସେ ଦିଗରେ ଭୁବନେଶ୍ୱର ମହାନଗର ନିଗମ ଆହୁରି ତତ୍ପର ହୋଇ କାମ କରିବାର ଆବଶ୍ୟକତା କହିଛନ୍ତି ।

    ଭୁବନେଶ୍ୱର କର୍ପୋରେସନ ଅଞ୍ଚଳରୁ ପ୍ରତିଦିନ ୮ ଶହ ଟନ ଅଳିଆ ବାହାରୁଛି । ୪ ସହ ଟନ୍ ଓଦା ଏବଂ ୩୯୦ ଟନ୍ ପାଖାପାଖି ଶୁଖିଲା ଅଳିଆ ବାହାରୁଛି। ଯାହାକୁ ବିଭିନ୍ନ ପଦ୍ଧତିରେ ଡି-ସେଣ୍ଟ୍ରାଲାଇଜଡ କରିବା ପାଇଁ ସ୍ୱତନ୍ତ୍ର ଭାବେ SHG ମହିଳାଙ୍କୁ ଟ୍ରେନିଂ ଦିଆଯାଇଛି । ୱଷ୍ଟେ ଟୁ ବ୍ରିକେଟ ବା ଚାରକୋଲ ପ୍ଲାଣ୍ଟ ପାଇଁ ଗୋଟିଏ ପ୍ରିଲିମିନାରୀ ଆଲୋଚନା ସରିଛି । ପଳାଶୁଣୀରେ ଏହି ପ୍ଲାଣ୍ଟ ନିର୍ମାଣ ହେବ । ନିଷ୍ପତିର ୬ ମାସ ମଧ୍ୟରେ ପ୍ଲାଣ୍ଟ କାମ ସାରିବାକୁ ଲକ୍ଷ୍ୟ ରହିଛି । ଭୁବନେଶ୍ୱର, କଟକ, ପୁରୀ, ଜଟଣୀ ଭଳି ପ୍ରମୁଖ ମୁନିସିପାଲିଟିରୁ ବାହାରୁ ଥିବା ସମସ୍ତ ଅଳିଆକୁ ଗୋଟିଏ ଜାଗାରେ ପ୍ରୋସେସ୍ କରିବାରର ଯୋଜନା ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.2 ° C
    22.2 °
    22.2 °
    96 %
    0.9kmh
    20 %
    Mon
    27 °
    Tue
    29 °
    Wed
    29 °
    Thu
    29 °
    Fri
    25 °

    ସମ୍ବନ୍ଧିତ